ମେଡିକାଲ ଉଇକିପିଡିଆ (ଅଫଲାଇନ)


2023-12 توسط Kiwix Team
31/03/2025 نسخه‌های قدیمی

درباره‌ی ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ، ଶରୀର ଗଠନ (ଆନାଟୋମୀ)، ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ، ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ، ଡାକ୍ତର، ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (کیویکس http://www.kiwix.org/) ଦ୍ଵାରା ସଞ୍ଚାଳିତ. (طراحی شده توسط http://www.kiwix.org/ کیویکس)

اطلاعات تکمیلی برنامه

آخرین نسخه

2023-12

بارگذاری شده توسط

Chi Ly

نیاز به اندروید

Android 7.0+

در دسترس در

گزارش

گزارش محتوای نامناسب

نمایش بیشتر

جایگزین ମେଡିକାଲ ଉଇକିପିଡିଆ (ଅଫଲାଇନ)

از Kiwix Team بیشتر دریافت کنید

کشف کنید