ମେଡିକାଲ ଉଇକିପିଡିଆ (ଅଫଲାଇନ)


2023-12 par Kiwix Team
Mar 31, 2025 Anciennes versions

À propos de ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Powered by Kiwix http://www.kiwix.org/)

Informations Application supplémentaires

Dernière version

2023-12

Telechargé par

Chi Ly

Nécessite Android

Android 7.0+

Available on

Signaler

Signaler comme inapproprié

Voir plus

Use APKPure App

Get ମେଡିକାଲ ଉଇକିପିଡିଆ (ଅଫଲାଇନ) old version APK for Android

Téléchargement

Use APKPure App

Get ମେଡିକାଲ ଉଇକିପିଡିଆ (ଅଫଲାଇନ) old version APK for Android

Téléchargement

Alternative à ମେଡିକାଲ ଉଇକିପିଡିଆ (ଅଫଲାଇନ)

Obtenir plus de Kiwix Team

Découvrir